Prathama Prabas Titelbild

Prathama Prabas

Reinhören
0,00 € - kostenlos hören
Aktiviere das kostenlose Probeabo mit der Option, monatlich flexibel zu pausieren oder zu kündigen.
Nach dem Probemonat bekommst du eine vielfältige Auswahl an Hörbüchern, Kinderhörspielen und Original Podcasts für 9,95 € pro Monat.
Wähle monatlich einen Titel aus dem Gesamtkatalog und behalte ihn.

Prathama Prabas

Von: ଗୌରହରି ଦାସ
Gesprochen von: ନଳିନୀକାନ୍ତ ବିଶ୍ୱାଳ
0,00 € - kostenlos hören

9,95 € pro Monat nach 30 Tagen. Monatlich kündbar.

Für 12,95 € kaufen

Für 12,95 € kaufen

Über diesen Titel

ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ କଥାକାର ଗୌରହରି ଦାସଙ୍କର ପ୍ରଥମ ପ୍ରଭାବଶାଳୀ ଭ୍ରମଣକାହାଣୀ ହେଉଛି "ପ୍ରଥମ ପ୍ରବାସ", ଯାହା ଏକାଧିକ ସଂସ୍କରଣରେ ପ୍ରକାଶିତ ହେବା ସହ ପାଠକୀୟ ଆଦୃତି ହାସଲ କରିଚାଲିଛି! ନ୍ୟୁୟର୍କ, ନ୍ୟୁଜର୍ସି, ୱାଶିଂଟନ ଡିସି, ମ୍ୟାରିଲ୍ୟାଣ୍ଡ, ଟେନିସି, ଆଲବାମା ଓ ଆଟଲାଣ୍ଟା ଆଦି ସ୍ଥାନ ଭ୍ରମଣର ରୋଚକ ଅନୁଭୂତି ଓ ଅଭିଜ୍ଞତାକୁ ଆଧାର କରି ରଚିତ ଏହି ପୁସ୍ତକରେ ପ୍ରବାସୀ ଓଡ଼ିଆମାନଙ୍କର ସାମାଜିକ ଜୀବନଚର୍ଯ୍ୟା ଓ ସାଂସ୍କୃତିକ ସହାବସ୍ଥାନର ବିବରଣୀ ମଧ୍ୟ ସ୍ଥାନ ପାଇଛି! ପ୍ରକାଶଭଙ୍ଗୀର ସ୍ୱଚ୍ଛତା, ଅକପଟ ବିଶ୍ୱସନୀୟତା ଏବଂ ପର୍ଯ୍ୟଟକର ଅନୁସନ୍ଧିଛା "ପ୍ରଥମ ପ୍ରବାସ"ର ବିଶେଷତ୍ୱ!©2021 Storyside IN (P)2021 Storyside IN
Noch keine Rezensionen vorhanden